Prime Minister Narendra Modi Greets on Raja Parba

OdiaPortal Lab
Uploaded by:
0
"ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ" - ପବିତ୍ର ରଜ ଉତ୍ସବରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା ବାର୍ତ୍ତା ।

Prime Minister Narendra Modi, has greeted the people of Odisha on Raja Parba.

The Prime Minister took to twitter to share his greetings.

"Greetings to the people of Odisha on the occasion of Raja Parba. May this festival bring happiness & prosperity in everyone's life," he posted.

About RAJO:

ବାରମାସର ତେର ପର୍ବ ପାଳିତ ହେଉଥିବା ଓଡ଼ିଶାରେ ରଜ ହେଉଛି ଏକ ନିଆରା ପର୍ବ । ଆମ ରାଜ୍ୟର କେନ୍ଦୁଝର, ବାଲେଶ୍ବର, ମୟୁରଭଞ୍ଜ, ଗଞ୍ଜାମ, ସମ୍ବଲପୁର, ସୁନ୍ଦରଗଡ଼ ସମେତ ଉପକୂଳ ଅଞ୍ଚଳର ପ୍ରାୟ ସମସ୍ତ ଜିଲ୍ଲାରେ ଜ୍ୟେଷ୍ଠ ମାସର ଶେଷ ଓ ଆଷାଢ଼ ମାସର ଆରମ୍ଭକୁ ମିଶାଇ ପାଳିତ ହୋଇଥାଏ ଏହି ତିନିଦିନିଆ ପର୍ବ, ଯାହାର ନାମ ଅଟେ "ରଜ"। 

Tags:

Post a Comment

0Comments

ଆପଣଙ୍କ ବହୁମୂଲ୍ୟ ମତାମତ ଏଠାରେ ଉଲ୍ଲେଖ କରନ୍ତୁ ।

Post a Comment (0)

#buttons=(Ok, Go it!) #days=(20)

Our website uses cookies to enhance your experience. Learn more
Ok, Go it!